ଧର୍ମଶାଳା ବ୍ଲକ ଅଧ୍ୟକ୍ଷଙ୍କ ଇସ୍ତଫା August 20, 2025 by Odisha ବ୍ୟକ୍ତିଗତ କାରଣ ଦର୍ଶାଇ ଧର୍ମଶାଳା ବ୍ଲକ ଅଧ୍ୟକ୍ଷ ପଦରୁ ପ୍ରଭାତ ବଳବନ୍ତରାୟ ଇସ୍ତଫା ଦେଇଛନ୍ତି।