ଧାର୍ଯ୍ୟ ହେଲା ନୂଆଁଖାଇ ଲଗ୍ନ August 16, 2025 by Odisha ମା’ ସମଲେଇଙ୍କ ପାଇଁ ଧାର୍ଯ୍ୟ ହେଲା ନୂଆଁଖାଇ ଲଗ୍ନ। ଆସନ୍ତା ୨୮ ସକାଳ ୧୦ଟା ୩୩ରୁ ୧୦ଟା ୫୫ ମଧ୍ୟରେ ନବାନ୍ନ ଲାଗି ହେବ।