ନତଡ଼ା ଗ୍ରାମ ଅଧିଗ୍ରହଣ ନେଇ ଜିଲ୍ଲାପାଳଙ୍କ ସହ ବିଧାୟକଙ୍କ ଆଲୋଚନା

ଅନୁଗୋଳ ଜିଲ୍ଲା ଛେଣ୍ଡିପଦା ନିର୍ବାଚନମଣ୍ଡଳୀ ଅନ୍ତର୍ଗତ ନତଡ଼ା ଗ୍ରାମକୁ ଏମ.ସି.ଏଲ ଦ୍ବାରା ଅଧିଗ୍ରହଣ କରିବା ପ୍ରସଙ୍ଗକୁ ନେଇ ଛେଣ୍ଡିପଦା ବିଧାୟକ ସୁଶାନ୍ତ କୁମାର ବେହେରା ଓ ତାଳଚେର ବିଧାୟକ ବ୍ରଜକିଶୋର ପ୍ରଧାନ ଆଜି ଗ୍ରାମବାସୀଙ୍କ ଉପସ୍ଥିତିରେ ବିଭିନ୍ନ ସମସ୍ୟା ବିଷୟରେ ବିସ୍ତୃତ ଭାବରେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ଜିଲ୍ଲାପାଳ ସିଦ୍ଧାର୍ଥ ଶଙ୍କର ସ୍ୱାଇଁଙ୍କ ସହ ଆଲୋଚନା କରିଛନ୍ତି।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes