ଗାଇଡଲାଇନ୍ ସହ କଡ଼ା ନିର୍ଦ୍ଦେଶନାମା ଜାରି କରିଛି ଜଳ ସମ୍ପଦ ବିଭାଗ।ପାଇପ୍ ଲାଇନ୍ ବିଛାଇବା ପାଇଁ ୱାଟର୍ ବଡି କ୍ରସିଂ ଅନୁମତିପତ୍ର ଦେବା ବାଧ୍ୟତାମୂଳକ କରିଛି ବିଭାଗ।
ପାଇପ୍ ଲାଇନ୍ କରିଡର୍ ପାଇଁ ROW ଅନୁମତି ପାଇଁ SOP ଜାରି ହୋଇଛି। ବିଭାଗୀୟ ଅଧିକାରୀ ପ୍ରସ୍ତାବଟି ଯାଞ୍ଚ କରିବା ସହ କ୍ଷେତ୍ର ପରିଦର୍ଶନ କରିବେ। ରାସ୍ତାରେ DoWR ସମ୍ପତ୍ତି ସମେତ ସମସ୍ତ ଜଳଭଣ୍ଡାର କ୍ରସିଂ ଯାଞ୍ଚ କରାଯିବ କହିଛି ବିଭାଗ।