ଜାତୀୟ ପ୍ରାଣୀଉଦ୍ୟାନ ନନ୍ଦନକାନନରେ ୫ ବଉଳା କୁମ୍ଭୀରଙ୍କ ମୃତ୍ୟୁ ଘଟିଛି। ଜାନୁଆରୀ ୨୩ରୁ ୩୦ ମଧ୍ୟରେ ମୋଟ ୫ କୁମ୍ଭୀରଙ୍କ ମୃତ୍ୟୁ ହୋଇଛି। ମୃତ୍ୟୁର କାରଣ ଅସ୍ପଷ୍ଟ ଥିବାବେଳେ କୁମ୍ଭୀରଙ୍କ ପୋଷ୍ଟମର୍ଟମ କଲେ କର୍ତ୍ତୃପକ୍ଷ। ରିପୋର୍ଟ ଆସିବା ପରେ ଜଣାପଡ଼ିବ ମୃତ୍ୟୁର ପ୍ରକୃତ କାରଣ।
Credible Local News of Odisha