ନନ୍ଦନକାନନ ନିକଟ ପୋଲ ତଳୁ ମୃତଦେହ ଉଦ୍ଧାର

ଭୁବନେଶ୍ୱର ଉପକଣ୍ଠ ନନ୍ଦନକାନନ ନିକଟ କାଳିଝରି ପୋଲ ତଳୁ ଆଜି ସକାଳେ ଜଣେ ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର କରାଯାଇଛି l ପୁଲିସ ପହଂଚି ଘଟଣାର ତଦନ୍ତ ଆରମ୍ଭ କରିଛି l

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes