ନନ୍ଦନକାନନ ପ୍ରାଣୀ ଉଦ୍ୟାନକୁ ଆସିଲେ ୪ ନୂଆ ଅତିଥି

୨ଟି ୱାଲାବି ଓ ପ୍ରଥମ ଥର ୨ଟି ଲିଭିଂଷ୍ଟୋନ ଟୁରାକୋ ଆସିଛନ୍ତି।

ହାଇଦ୍ରାବାଦର ଏକ ଘରୋଇ ଫାର୍ମରୁ ୪ ନୂଆ ଜୀବଜନ୍ତୁ ଅଣାଗଲା। ୨୯ ତାରିଖରେ ୪ ନୂଆ ଜୀବଜନ୍ତୁଙ୍କୁ ଦେଖିବାକୁ ପାଇବେ ପର୍ଯ୍ୟଟକ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes