ନନ୍ଦିନୀଦେବୀଙ୍କର ପ୍ରତିମୂର୍ତ୍ତି ଉନ୍ମୋଚିତ

ଢେଙ୍କାନାଳ ଜିଲ୍ଲା ସଦର ପୌରପାଳିକା ତରଫରୁ ଆଜି ଓଡ଼ିଶାର ପ୍ରଥମ ମହିଳା ମୁଖ୍ୟମନ୍ତ୍ରୀ ନନ୍ଦିନୀଦେବୀଙ୍କର ପ୍ରତିମୂର୍ତ୍ତି ଉନ୍ମୋଚିତ ହୋଇଯାଇଛି।

ଏହି ଅବସରରେ ପୌରପରିଷଦର ଅଧ୍ୟକ୍ଷ ଜୟନ୍ତୀ ପାତ୍ର ଓ ଅନ୍ୟ କାଉନସିଲରମାନେ ଉପସ୍ଥିତ ଥିଲେ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes