ନବକିଶୋର ଦାସ ହତ୍ୟା ମାମଲା; ଗୃହରେ ବିବୃତି ରଖିଲେ ମୁଖ୍ୟମନ୍ତ୍ରୀ

ରାଜ୍ୟ ସରକାର ଘଟଣାର ଗମ୍ଭୀରତା ଦୃଷ୍ଟିରୁ କ୍ରାଇମବ୍ରାଞ୍ଚ ତଦନ୍ତ ନିର୍ଦ୍ଦେଶ ଦେଇଥିଲେ । ହାଇକୋର୍ଟର ଜଣେ ବିଚାରପତିଙ୍କ ତତ୍ୱାବଧାନରେ ତଦନ୍ତ ପାଇଁ ସରକାର ଅନୁରୋଧ କରିଥିଲେ।

ତଦନ୍ତ ସମ୍ପୂର୍ଣ୍ଣ ସ୍ୱଚ୍ଛ ଓ ଆଇନ ଅନୁଯାୟୀ କରାଯାଉଛି। ଘଟଣାର ଠିକଣା ଦିଗରେ ତଦନ୍ତ ପାଇଁ ନାର୍କୋ ଆନାଲିସିସ ସହ ଫରେନସିକ୍ ଲ୍ୟାବର ସହାୟତା ନିଆଯାଇଛି। ତଦନ୍ତ ସମ୍ପୂର୍ଣ୍ଣ ନିରପେକ୍ଷ ଭାବରେ ତା’ ବାଟରେ ଯାଉଛି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

Leave a Comment

This site uses Akismet to reduce spam. Learn how your comment data is processed.

Exit mobile version