ନବନିର୍ବାଚିତ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ସହ କଥା ହେଲେ ମୁଖ୍ୟମନ୍ତ୍ରୀ

ନବନିର୍ବାଚିତ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ସହ କଥା ହୋଇ ଓଡ଼ିଶାବାସୀଙ୍କ ତରଫରୁ ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ।

ତାଙ୍କ ସଫଳତା ପାଇଁ ଓଡ଼ିଶାବାସୀ ଗର୍ବିତ ବୋଲି ନବୀନ କହିଛନ୍ତି।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes