ନବାଗତ ଛାତ୍ରଛାତ୍ରୀଙ୍କ ପ୍ରବେଶ ଉତ୍ସବ

ଆଜି ସୁବର୍ଣ୍ଣପୁର ଜିଲ୍ଲା କଳାପଥର ସ୍ଥିତ ସତ୍ୟବାଦୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ନବାଗତ ଛାତ୍ରଛାତ୍ରୀଙ୍କ ପ୍ରବେଶ ଉତ୍ସବ ପାଳନ କରାଯାଇଛି ।

ଏହି ଅବସରରେ ପ୍ରଥମ ବର୍ଷରୁ ଦ୍ବିତୀୟ ବର୍ଷର ଛାତ୍ରଛାତ୍ରୀଙ୍କ ସ୍ଵାଗତ ପର୍ବ ମଧ୍ୟ ପାଳନ କରାଯାଇଥିଲା ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes