ରାଜ୍ୟପାଳ ହରିବାବୁ କମ୍ଭମପାଟି ନବୀନ ନିବାସରେ ପହଞ୍ଚି ନବୀନ ବାବୁଙ୍କ ସ୍ବାସ୍ଥ୍ୟାବସ୍ଥା ପଚାରି ବୁଝିଛନ୍ତି। ନିକଟରେ ଏକ ଘରୋଇ ହସ୍ପିଟାଲ୍ରେ ଚିକିତ୍ସିତ ହୋଇ ଫେରିଛନ୍ତି ନବୀନ।
ଶନିବାର ମୁଖ୍ୟମନ୍ତ୍ରୀ ମୋହନ ମାଝୀ ମଧ୍ୟ ଭେଟି ସ୍ବାସ୍ଥ୍ୟାବସ୍ଥା ବୁଝିଥିଲେ।
Credible Local News of Odisha