ନବୀନ ପାଇବେ କ୍ୟାପିଟାଲ ଫାଉଣ୍ଡେସନ ଲାଇଫଟାଇମ ଆଚିଭମେଣ୍ଟ ପୁରସ୍କାର

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପାଇବେ ସମ୍ମାନଜନକ କ୍ୟାପିଟାଲ ଫାଉଣ୍ଡେସନ ଲାଇଫଟାଇମ ଆଚିଭମେଣ୍ଟ ପୁରସ୍କାର l ଆସନ୍ତା 4 ତାରିଖରେ ଦିଲ୍ଲୀର ଇଣ୍ଡିଆ ଇଣ୍ଟରନ୍ୟାସନାଲ ସେଣ୍ଟର ଅଡ଼ିଟୋରିଅମରେ ଏକ କାର୍ଯ୍ୟକ୍ରମରେ ସେ ସମ୍ମାନିତ ହେବେ l
କାର୍ଯ୍ୟକ୍ରମରେ ସୁପ୍ରିମକୋର୍ଟର ପୂର୍ବତନ ପ୍ରଧାନ ବିଚାରପତି ଜଷ୍ଟିସ ଏନ. ଭି. ରମନା ଯୋଗ ଦେବେ l

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes