ନଭେମ୍ବରରୁ ପିଏମ୍‌ ଆବାସ ଗୃହ ବଣ୍ଟନ ପ୍ରକ୍ରିୟା

ନଭେମ୍ବର ମାସରୁ ପିଏମ୍‌ ଆବାସ ଗୃହ ବଣ୍ଟନ ପ୍ରକ୍ରିୟା ଆରମ୍ଭ ହେବ ନେଇ ସୂଚନା ଦେଲେ ଗ୍ରାମ୍ୟ ଉନ୍ନୟନ ମନ୍ତ୍ରୀ ରବି ନାୟକ।

ଭାଗ ହୋଇଥିବା ଓ ଭିନ୍ନକ୍ଷମ ହିତାଧିକାରୀଙ୍କୁ ବି ଘର ଦିଆଯିବ।ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ଅନ୍ତଦ୍ୟୋୟ ଯୋଜନାରେ ଘର ବଣ୍ଟାଯିବ ଏବଂ ପରବର୍ତ୍ତୀ ସମୟରେ ପର୍ଯ୍ୟାୟ କ୍ରମେ ଘର ପାଇବେ ହିତାଧିକାରୀ କହିଛନ୍ତି ମନ୍ତ୍ରୀ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes