ରାହୁଲ ଓଡ଼ିଶା ଗସ୍ତ ସମୟରେ ରୋଡ୍ ସୋ’, ପଦଯାତ୍ରା, ସଭା କାର୍ଯ୍ୟକ୍ରମ ରହିଥିବା ନେଇ ସୂଚନା ଦେଇଛନ୍ତି ପିସିସି ସଭାପତି ଭକ୍ତ ଦାସ। ଭୋଟ୍ ଚୋରି, ନାରୀ ନିର୍ଯାତନା, ଓଡ଼ିଶା କାହିଁକି ଗରିବ ପ୍ରସଙ୍ଗ ଉଠାଇବେ ରାହୁଲ।
Credible Local News of Odisha