ନଭେମ୍ବର ୧୦ରେ ମାଣ୍ଡିଆ ଦିବସ

ନଭେମ୍ବର ୧୦କୁ ମାଣ୍ଡିଆ ଦିବସ ଭାବେ ପାଳନ କରିବାକୁ ନିଷ୍ପତ୍ତି ହୋଇଥିବା ନେଇ ଟ୍ଵିଟ୍ କରି ସୂଚନା ଦେଇଛନ୍ତି କୃଷି ବିଭାଗ ସଚିବ ଅରବିନ୍ଦ ପାଢ଼ୀ।

ଆସନ୍ତା ମାର୍ଗଶିର ପ୍ରଥମ ଗୁରୁବାରକୁ ମାଣ୍ଡିଆ ଦିବସ ଭାବେ ପାଳନ କରାଯିବ। ଏ ନେଇ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ ମିଳିଛି।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes