ନର୍ଲା ବିଧାୟିକାଙ୍କ ସ୍ୱାମୀଙ୍କୁ ଆଶ୍ବସ୍ତି

ନର୍ଲା ବିଧାୟିକାଙ୍କ ସ୍ୱାମୀ ଦୁର୍ଗା ପ୍ରସାଦ ମହାନ୍ତିଙ୍କୁ ଆଶ୍ବସ୍ତି ମିଳିଛି। ୬ ସପ୍ତାହ ପାଇଁ ଅନ୍ତରୀଣ ସୁରକ୍ଷା ଦେଲେ ହାଇକୋର୍ଟ। ନର୍ଲା ତହସିଲଦାରଙ୍କୁ ହତ୍ୟା ଧମକ ଦେଇ ବିବାଦରେ ଥିଲେ ଦୁର୍ଗା ପ୍ରସାଦ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes