ନାବାଳିକାକୁ ନିଆଁ ଲଗାଇଦେବା ଘଟଣାରେ ଦୋଷୀଙ୍କୁ ଗିରଫ ନିର୍ଦ୍ଦେଶ

ପୁରୀ ଜିଲ୍ଲା ବଳଙ୍ଗା ଥାନା ଅଞ୍ଚଳରେ ନାବାଳିକାକୁ ନିଆଁ ଲଗାଇଦେବା ଘଟଣାରେ ଦୋଷୀଙ୍କୁ ତୁରନ୍ତ ଗିରଫ ନିର୍ଦ୍ଦେଶ ଦେଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା।

ଖବର ଶୁଣି ମୁଁ ବ୍ୟଥିତ ଓ ମର୍ମାହତ, ଝିଅକୁ ଏମ୍ସ ସ୍ଥାନାନ୍ତରିତ କରାଯାଇଛି। ଚିକିତ୍ସାର ସମସ୍ତ ଖର୍ଚ୍ଚ ସରକାର ବହନ କରିବେ, ଦୋଷୀଙ୍କ ବିରୋଧରେ କଡ଼ା କାର୍ଯ୍ୟାନୁଷ୍ଠାନ ହେବ କହିଛନ୍ତି ପ୍ରଭାତୀ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes