ନାବାଳିକା ଗଣଦୁଷ୍କର୍ମ ଘଟଣାରେ ବିଜେପିର ବିକ୍ଷୋଭ

ବ୍ରହ୍ମପୁର ଏସପି ଅଫିସ ଆଗରେ ମହିଳା ମୋର୍ଚ୍ଚା ବିକ୍ଷୋଭ କରିଛି।

କିଛି ଅଭିଯୁକ୍ତଙ୍କୁ ପୁଲିସ ଛାଡ଼ି ଦେଇଥିବା ଅଭିଯୋଗରେ ବିକ୍ଷୋଭ କରିଛନ୍ତି। ଏହି ଘଟଣାରେ ଗତକାଲି ୫ ଜଣଙ୍କୁ ଗିରଫ କରିଥିଲା ବୈଦ୍ୟନାଥପୁର ପୁଲିସ।

Leave a Comment

This site uses Akismet to reduce spam. Learn how your comment data is processed.

Exit mobile version