ନାବାଳିକା ଦୁଷ୍କର୍ମୀକୁ ୨୦ ବର୍ଷ ସଜା ସହ ଜରିମାନା

୨୦୧୯ ମସିହାରେ କନ୍ଧମାଳ ଜିଲ୍ଲା ରାଇକିଆ ଥାନା ଅଞ୍ଚଳରେ ଘଟିଥିବା ଦୁଷ୍କର୍ମ ମାମଲାର ଦଣ୍ଡାଦେଶ ଶୁଣାଇଛନ୍ତି ଫୁଲବାଣୀ ସ୍ବତନ୍ତ୍ର ପୋକ୍ସୋ କୋର୍ଟ।

ପୀଡିତାକୁ ୬ ଲକ୍ଷ ଟଙ୍କାର ଆର୍ଥିକ ସହାୟତା ପ୍ରଦାନ ପାଇଁ ନିର୍ଦ୍ଦେଶ ଦେଇଛନ୍ତି କୋର୍ଟ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes