ନାମାଙ୍କନ ବେଳେ ୨ ନେତା ଓ ସମର୍ଥକ ହାତାହାତି

କଂଗ୍ରେସ ପ୍ରାର୍ଥୀ ଉମାବଲ୍ଲଭ ରଥ ଓ ଟିକେଟ କଟିଥିବା ସୁଜିତ୍ ମହାପାତ୍ର ହାତାହାତି ହୋଇଛନ୍ତି।

ସ୍ବାଧୀନ ଭାବେ ସୁଜିତ ନାମାଙ୍କନ ଦାଖଲ ପାଇଁ ଯାଇଥିବା ବେଳେ ପରସ୍ପରଙ୍କ ମଧ୍ୟରେ ଠେଲାପେଲା ସହ ମୁଥ ମରାମରି ହୋଇଥିବା ସୂଚନା ମିଳିଛି।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes