ନାମାଙ୍କନ ଭରିଲେ ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ

ଭଦ୍ରକ ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ପହଞ୍ଚି ଚାନ୍ଦବାଲି ବିଧାନସଭା ବିଜେପି ପ୍ରାର୍ଥୀ ଭାବେ ନାମାଙ୍କନ ଦାଖଲ କରିଛନ୍ତି।

ସମର୍ଥକଙ୍କ ସହ ବିରାଟ ରାଲିରେ ଯାଇ ନାମାଙ୍କନ ଦାଖଲ କଲେ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes