ନିଆଁଲାଗି ଜଳିଗଲା ୫ କାର୍

ଗଜପତି ଜିଲ୍ଲା ପାରଳାଖେମୁଣ୍ଡି ଟାଉନ ହଲ୍ ପରିସରରେ ଗତକାଲି ବିଳମ୍ବିତ ରାତିରେ ୫ଟି କାର୍ ଜଳିଯାଇଥିବା ଜଣେ ପ୍ରତ୍ୟକ୍ଷଦର୍ଶୀ ସୂଚନା ଦେଇଛନ୍ତି ।

ବିଳମ୍ବିତ ରାତିରେ କେହି ଦୁର୍ବୃତ୍ତ କାରରେ ନିଆଁ ଲଗାଇଥିବା ସନ୍ଦେହ କରାଯାଉଛି ।

Leave a Comment

This site uses Akismet to reduce spam. Learn how your comment data is processed.

Exit mobile version