ନିକ୍କୋ ପାର୍କ ଛକରେ ମନ କି ବାତ

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ୯୦ତମ ମନ କି ବାତ ସଂସ୍କରଣକୁ ଆଜି ରାଜ୍ୟ ବିଜେପି ସଭାପତି ସମୀର ମହାନ୍ତି ବିଡ଼ିଏ ନିକ୍କୋ ପାର୍କ ଛକଠାରେ ଦଳୀୟ କାର୍ଯ୍ୟକର୍ତ୍ତା ଓ ସାଧାରଣ ଲୋକଙ୍କ ସହ ଦେଖିଛନ୍ତି l

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes