ନିଖୋଜ ଡାକ୍ତର ଅମ୍ଳାନ ଭୋଇ ଠାବ

ମାଲକାନଗିରି ଜିଲ୍ଲା କାଲିମେଳା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରର ଡାକ୍ତର ଅମ୍ଳାନ ଭୋଇଙ୍କୁ କର୍ଣ୍ଣାଟକରୁ ଠାବ କଲା କାଲିମେଳା ପୁଲିସ।

ଗତ କିଛି ତଳେ ନିଖୋଜ ହୋଇଥିଲେ ଡାକ୍ତର।ଥାନାରେ ଏତଲା ଦେଇଥିଲେ ମେଡିକାଲ କର୍ତ୍ତୃପକ୍ଷ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes