ଅଧିକ ଖରା ହେଉଥିବା ସ୍ଥାନରେ ହିଟ୍ ୱେଭ୍ ଆଶ୍ରୟ ସ୍ଥଳୀ ନିର୍ମାଣ ହେବ ନେଇ ସୂଚନା ଦେଲେ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ। ୧୧ରୁ ୩ଟା ପର୍ଯ୍ୟନ୍ତ ଯାତ୍ରୀ ଓ ମାଲ୍ ପରିବହନ ଉପରେ ତଦାରଖ କରାଯିବ।ରାସ୍ତାରେ ଡ୍ରାଇଭରଙ୍କ ପାଇଁ ORS ଓ ପିଇବା ପାଣିର ବ୍ୟବସ୍ଥା ରହିବ। ଅଂଶୁଘାତ ମୃତ୍ୟୁ ପାଇଁ ରିପୋର୍ଟ ପାଇବାର ୨୪ ଘଣ୍ଟାରେ ମିଳିବ କ୍ଷତିପୂରଣ। AC ନଥିବା ଗାଡ଼ି ଚାଲିଲେ କାହାର ଅସୁବିଧା ହେଲେ ମାଲିକ ଦାୟୀ ରହିବେ କହିଛନ୍ତି ମନ୍ତ୍ରୀ।