ଭୁବନେଶ୍ୱର ଭରତପୁର ଅଞ୍ଚଳର ନିଶା ନିବାରଣ କେନ୍ଦ୍ରରେ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତକ ବାଙ୍କୀ ଥାନା ସିଂହନାଥପୁରର। ପରିବାର ଲୋକେ ହତ୍ୟା ଅଭିଯୋଗ ଆଣିଛନ୍ତି। ଏନେଇ ନିଶା ନିବାରଣ କେନ୍ଦ୍ର ପକ୍ଷରୁ କୌଣସି ପ୍ରତିକ୍ରିୟା ମିଳିପାରି ନାହିଁ।
Credible Local News of Odisha