ବାଲାଙ୍ଗିର ଯାତ୍ରା ମଞ୍ଚରେ ଅଶ୍ଳୀଳ ନୃତ୍ୟ ପ୍ରଦର୍ଶନ ଘଟଣାରେ ନିଶା ମହାରଣାଙ୍କୁ ହାଇକୋର୍ଟରୁ ମିଳିଲା ସର୍ତ୍ତମୂଳକ ଆଗୁଆ ଜାମିନ। ଅଶ୍ଳୀଳ ନୃତ୍ୟ ପ୍ରଦର୍ଶନକୁ ନେଇ ପୋଲିସ ନିଜ ଆଡୁ ମାମଲା ରୁଜୁ କରିଥିଲା। ଏହି ଘଟଣାରେ ୨ ଆୟୋଜକଙ୍କୁ ମଧ୍ୟ ଗିରଫ କରିଥିଲା ପୋଲିସ୍। ଗିରଫ ଭୟରେ ଆଗୁଆ ଜାମିନ ଆବେଦନ କରିଥିଲେ ନିଶା।