ଦିଲ୍ଲୀ ଗସ୍ତରେ ଥିବା ମୁଖ୍ୟମନ୍ତ୍ରୀ ମୋହନ ମାଝୀ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନଙ୍କୁ ଭେଟିଛନ୍ତି। ଉଭୟଙ୍କ ମଧ୍ୟରେ ବିଭିନ୍ନ ଗୁରୁତ୍ବପୂର୍ଣ୍ଣ ପ୍ରସଙ୍ଗରେ ଆଲୋଚନା ହୋଇଛି। ସଂଗଠନକୁ ସୁଦୃଢ଼ ପାଇଁ ଫଳପ୍ରଦ ଆଲୋଚନା ହୋଇଥିବା କହିଛନ୍ତି ମୁଖ୍ୟମନ୍ତ୍ରୀ।
Credible Local News of Odisha