ସୁବର୍ଣ୍ଣପୁର ଜିଲ୍ଲା ସ୍ଵାସ୍ଥ୍ୟ ସମିତି ତରଫରୁ ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନସ୍ଵାସ୍ଥ୍ୟ ଅଧିକାରୀ ଡାକ୍ତର ବିଶ୍ଵରଂଜନ ପତିଙ୍କ ଅଧ୍ୟକ୍ଷତାରେ ତାଙ୍କ କାର୍ଯ୍ୟାଳୟସ୍ଥିତ ସଭାଗୃହରେ ଜିଲ୍ଲାସ୍ତରୀୟ ‘ଆର୍ନ୍ତଜାତୀୟ ନୀଳ ଆକାଶ ନିମନ୍ତେ ସ୍ଵଚ୍ଛ ବାୟୁ ଦିବସ’ ପାଳିତ ହୋଇଯାଇଛି।
ଏଥିରେ ଅତିଥି ଭାବେ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଅଧୀକ୍ଷକ ଡାକ୍ତର ପ୍ରଦୀପ କୁମାର ଗୁରୁ, ଜିଲ୍ଲା ଯକ୍ଷ୍ମା ଅଧିକାରୀ ଡାକ୍ତର ପଦ୍ମହଂସା ଦୋରା ଉପସ୍ଥିତ ଥିଲେ।