ନୁଆଁଗଡରେ ଅଷ୍ଟ ପ୍ରହରୀ ନାମ ଯଜ୍ଞ ଅନୁଷ୍ଠିତ

ସୋନପୁର ଜିଲ୍ଲା ବୀରମହାରାଜପୁର ବ୍ଲକ ବାଗବର ପଞ୍ଚାୟତ ଅନ୍ତର୍ଗତ ନୁଆଁଗଡ ଗ୍ରାମରେ ସୋମବାର ପବିତ୍ର ମକର ସଂକ୍ରାନ୍ତି ଅବସରରେ ଚତୁର୍ଥ ତମ ଅଷ୍ଟ ପ୍ରହରୀ ନାମ ଯଜ୍ଞ ଅନୁଷ୍ଠିତ ହୋଇଯାଇଛି। ଏଥିରେ ପ୍ରଦିପ କୁମାର ରଥ ପୂଜା କାର୍ଯ୍ୟ ତୁଲାଇଥିବା ବେଳେ ସୋମିତ୍ରୀ ଦଣ୍ଡସେନା ଓ ଧର୍ମପତ୍ନୀ ରଞ୍ଜିତା ଦଣ୍ଡସେନା ସୁରୁଖୁରୁରେ କର୍ତ୍ତା ଦାଇତ୍ୱ ତୁଲାଇଛନ୍ତି। ସମସ୍ତ ଗ୍ରାମବାସୀ ସହଯୋଗ କରୁଛନ୍ତି।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes