ନୂଆଖାଇରେ ରାଜ୍ୟରେ ବନ୍ଦ ରହିବ ବ୍ୟାଙ୍କ

ଆସନ୍ତା 1 ତାରିଖ ନୂଆଖାଇ ଦିନ ରାଜ୍ୟରେ ସମସ୍ତ ବ୍ୟାଙ୍କ ଓ ବିତ୍ତୀୟ ସଂସ୍ଥା ବନ୍ଦ ରହିବ ବୋଲି ଆଜି ରାଜ୍ୟ ସରକାରଙ୍କ ରାଜସ୍ବ ବିଭାଗ ପକ୍ଷରୁ କୁହାଯାଇଛି l

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes