ନୂଆ ବିସ୍ଥାପନ ଓ ଥଇଥାନ ନୀତି ଆଣିବେ ରାଜ୍ୟ ସରକାର

ନୂଆ ନୀତି ଆଣିବାକୁ ସରକାରୀ ସ୍ତରରେ ପ୍ରକ୍ରିୟା ଆରମ୍ଭ ହୋଇଛି, କ୍ଷତିଗ୍ରସ୍ତ ଚାହିଁଲେ କ୍ଷତିପୂରଣ ବଦଳରେ ପ୍ରକଳ୍ପରେ ଅଂଶୀଦାର ରହିପାରିବେ ନେଇ ସୂଚନା ଦେଲେ ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ।

ଜମି ହରାଉଥିବା ଲୋକଙ୍କୁ ବିକଳ୍ପ ସୁଯୋଗ ଦିଆଯିବ, ଜମି ବଦଳରେ ଜମି ବି ସରକାର ଯୋଗାଇ ଦେବେ। କ୍ଷତିପୂରଣ ଜାଗାରେ ସେହି ପରିମାଣରେ ଅଂଶୀଦାର ରହିବେ, ଲୋକ ଯେଉଁ ବିକଳ୍ପ ଦେବେ ସେହି ଅନୁସାରେ ହେବ, ସରକାର କାହା ଉପରେ କୌଣସି ନିଷ୍ପତ୍ତି ଲଦିବେ ନାହିଁ କହିଛନ୍ତି ମନ୍ତ୍ରୀ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes