ନୂତନ ପେନସନଭୁକ୍ତ ଜିଲ୍ଲା ପ୍ରାଥମିକ ଶିକ୍ଷକ ସଙ୍ଘର ସାଧାରଣ ବୈଠକ

ଆଜି ସୁବର୍ଣ୍ଣପୁର ଜିଲ୍ଲା ଉଲୁଣ୍ଡା ବ୍ଲକ ଅନ୍ତର୍ଗତ ଚଡେଇପଙ୍କ ସରସ୍ବତୀ ଶିଶୁ ମନ୍ଦିର ପରିସରରେ ନୂତନ ପେନସନଭୁକ୍ତ ଜିଲ୍ଲା ପ୍ରାଥମିକ ଶିକ୍ଷକ ସଙ୍ଘର ବୈଠକ ଅନୁଷ୍ଠିତ ହୋଇଯାଇଛି ।

ଏଥିରେ ସୁବର୍ଣ୍ଣପୁର ଜିଲ୍ଲା ଶାଖା ସଭାପତି ଶଶାଙ୍କ ଶେଖର ପଣ୍ଡା ସଭାପତିତ୍ୱ କରିଥିବାବେଳେ ନୂତନ ପେନସନ ପରିବର୍ତ୍ତେ ପୁରୁଣା ପେନସନ ବ୍ୟବସ୍ଥାର ପ୍ରଚଳନ ଦାବିରେ ଆଗାମୀ ଦିନରେ ହେବାକୁ ଥିବା ଆନ୍ଦୋଳନରେ ସଂଘ ଯୋଗ ଦେବାକୁ ନିଷ୍ପତି ହୋଇଥିଲା ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes