ନୟାଗଡ଼ ଛେନାପୋଡ଼କୁ ମିଳିବ ଜିଆଇ ଟ୍ୟାଗ୍‌

ବିଶ୍ୱ ପ୍ରସିଦ୍ଧ ନୟାଗଡ଼ ଛେନାପୋଡ଼କୁ ଜିଆଇ ଟ୍ୟାଗ୍‌ ମାନ୍ୟତା ମିଳିବ ନେଇ ସୂଚନା ଦେଲେ କେନ୍ଦ୍ର ବାଣିଜ୍ୟ ଓ ଶିଳ୍ପ ମନ୍ତ୍ରୀ ପୀୟୂଷ ଗୋୟଲ।

ଆସନ୍ତା ମେ ୨୮ ଓ ୨୯ ତାରିଖ ବୈଠକରେ ବିଧିବଦ୍ଧ ଘୋଷଣା ନେଇ ମନ୍ତ୍ରୀ ପିୟୂଷ ଗୋୟାଲଙ୍କୁ ଚିଠି ଲେଖିଥିଲେ ସାଂସଦ ସମ୍ବିତ ପାତ୍ର। ଜିଆଇ ଟ୍ୟାଗ୍‌ ନେଇ ଉପଯୁକ୍ତ ପଦକ୍ଷେପ ନେବେ ବୋଲି କେନ୍ଦ୍ର ମନ୍ତ୍ରୀ ଜଣାଇଛନ୍ତି।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes