ସୋନପୁର ଜିଲ୍ଲା ବୀରମହାରାଜପୁର ବ୍ଲକ ଉଫୁଲା ପଞ୍ଚାୟତ ଅନ୍ତର୍ଗତ ଟିଠିପାଲି ରାମେଶ୍ବର ଶୈବପୀଠ ଠାରେ ପଞ୍ଚମୁଖୀ ବିଗ୍ରହ ପ୍ରତିଷ୍ଠା ଉତ୍ସବ ପାଇଁ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି।
ଏଥିରେ ଗ୍ରାମର ସମସ୍ତ ସଦସ୍ୟ ଉପସ୍ଥିତ ରହିଥିଲେ।
Credible Local News of Odisha