ପଞ୍ଚମ ଶ୍ରେଣୀ ଛାତ୍ର ମୃତ୍ୟୁ ଘଟଣାରେ ୨ ଶିକ୍ଷୟିତ୍ରୀ ନିଲମ୍ବିତ

ଦଶପଲ୍ଲା ବେଲପଡ଼ା ପ୍ରାଥମିକ ବିଦ୍ୟାଳୟର ଭାରପ୍ରାପ୍ତ ପ୍ରଧାନ ଶିକ୍ଷୟିତ୍ରୀ ମନୀଷା ସେନାପତି ଏବଂ ସହକାରୀ ଶିକ୍ଷୟିତ୍ରୀ ଶୈଳବାଳା ଦେଇ ନିଲମ୍ବିତ ହୋଇଛନ୍ତି। କାର୍ଯ୍ୟରେ ଅବହେଳା ପାଇଁ ନିଲମ୍ବନ କଲେ ଗଣିଆ ବିଇଓ।

ପଞ୍ଚମ ଶ୍ରେଣୀ ଛାତ୍ରଙ୍କ କ୍ଷତାକ୍ତ ମୃତଦେହ ଘର ନିକଟ କୂଅରୁ ମିଳିଥିଲା।ସ୍କୁଲରେ ମଧ୍ୟାହ୍ନ ଭୋଜନ ପରେ ଶୌଚ ଯିବାକୁ କହି ଆଉ ଫେରି ନଥିଲେ ଛାତ୍ର।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes