ପଞ୍ଚାୟତିରାଜ ଦିବସ ଉପଲକ୍ଷେ ସ୍ୱତନ୍ତ୍ର ଗ୍ରାମସଭା

ଆଜି ଜାତୀୟ ପଞ୍ଚାୟତିରାଜ ଦିବସ ଉପଲକ୍ଷେ ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ କମିରା ପଞ୍ଚାୟତରେ ସ୍ୱତନ୍ତ୍ର ଗ୍ରାମସଭା ବୈଠକ ସରପଞ୍ଚ ଶ୍ରୀମତୀ ଅନୁସୟା ପଧାନଙ୍କ ସଭାପତିତ୍ବରେ ଅନୁଷ୍ଠିତ ହୋଇଯାଇଛି ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes