ପଞ୍ଚାୟତିରାଜ ପ୍ରତିନିଧିମାନଙ୍କ ସଚେତନତା କାର୍ଯ୍ୟକ୍ରମ

ସରକାରଙ୍କ ତରଫରୁ ଭିନ୍ନକ୍ଷମଙ୍କମାନଙ୍କ ପାଇଁ ଥିବା ବିଭିନ୍ନ ଯୋଜନା ଉପରେ ସଚେତନତା କରିବା ପାଇଁ ଆଜି ସମ୍ବଲପୁର ଠାରେ ସ୍ୱତନ୍ତ୍ର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।

ଏହି ଦୁଇଦିନିଆ ପଞ୍ଚାୟତିରାଜ ଜନପ୍ରତିନିଧିମାନଙ୍କ ସଚେତନତା କାର୍ଯ୍ୟକ୍ରମରେ ଜିଲ୍ଲାର ସମଗ୍ର ବ୍ଳକର ଜିଲ୍ଲା ପରିଷଦ ସଭ୍ୟ, ସରପଞ୍ଚ ଓ ସମିତି ସଭ୍ୟ ଜନପ୍ରତିନିଧିମାନେ ଅଂଶଗ୍ରହଣ କରିଥିଲେ ।

Leave a Comment

This site uses Akismet to reduce spam. Learn how your comment data is processed.

Exit mobile version