ପଞ୍ଚାୟତ ସ୍ତରୀୟ ସଚେତନତା କାର୍ଯ୍ୟକ୍ରମ

ସୋନପୁର ଜିଲ୍ଲା ବୀରମହାରାଜପୁର ବ୍ଲକ ହିଲୁଙ୍ଗ ପଞ୍ଚାୟତ ପକ୍ଷରୁ ଆଜି ଟାଉନ ହଲ ଠାରେ ପଞ୍ଚାୟତ ସ୍ତରୀୟ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।

ଏହି ଅବସରରେ ବୀରମହାରାଜପୁର ବ୍ଲକ ଅଧ୍ୟକ୍ଷା ଶାନ୍ତି ଲୁହା, ଉପାଧ୍ୟକ୍ଷ ନାରାୟଣ ଲୁହା, ଗୋଷ୍ଠୀ ଉନ୍ନୟନ ଅଧିକାରୀ ରଘୁନାଥ ପାଣିଗ୍ରାହୀ ପ୍ରମୁଖ ଅତିଥି ଭାବେ ଯୋଗଦେଇ ଥିଲେ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes