ରାଜ୍ୟ ସ୍ତରୀୟ ସ୍ୱାଧୀନତା ଦିବସରେ ମୁଖ୍ୟମନ୍ତ୍ରୀ ସ୍ୱାଧୀନତା ସଂଗ୍ରାମୀଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି। ଓଡ଼ିଶାର ବିକାଶରେ ସମସ୍ତେ ସାମିଲ ହୋଇଛନ୍ତି, ଅର୍ଥନୀତିରେ ସମୃଦ୍ଧ ହୋଇଛି, ଲକ୍ଷ ଲକ୍ଷ କୋଟି ପୁଞ୍ଜି ଆସୁଛି, ସମସ୍ତ ପଞ୍ଚାୟତରେ ବ୍ୟାଙ୍କିଂ ସୁବିଧା ଆରମ୍ଭ ହୋଇଛି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।
ବିଏସ୍କେୱାଇ ସ୍ୱାସ୍ଥ୍ୟ ସେବା କ୍ଷେତ୍ରରେ ବଡ଼ ସହାୟକ ହୋଇଛି।ଏସଏଚ୍ଜି ମହିଳା ଓ ଚାଷୀଙ୍କ ପାଇଁ ସରକାର ସଂକଳ୍ପବଦ୍ଧ। ଗରିବ, ଚାଷୀ, ମହିଳା, ଜନଜାତିକୁ ନେଇ ଆଗକୁ ବଢ଼ିବା ବୋଲି ନବୀନ କହିଛନ୍ତି।