ବଂଶ lପାଳ ବ୍ଲକ ଅନ୍ତର୍ଗତ ଫୁଲଝର ଗ୍ରାମ ନିକଟରେ ପଥର ଛେଚି ଜଣେ ଯୁବକଙ୍କୁ ହତ୍ୟା ଘଟଣା ଚାଞ୍ଚଲ୍ୟ ଖେଳି ଯାଇଛି। ତାଙ୍କ ନାମ ତରଣିସେନ ଖଟୁଆ ବୋଲି ଜଣା ପଡିଛି। ଘଟଣା ସ୍ଥଳରେ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ପୂର୍ବ ଶତ୍ରୁତା କୁ କେନ୍ଦ୍ର କରି ଏହି ହତ୍ୟାକାଣ୍ଡ ଘଟିଥିବା ସନ୍ଦେହ କରାଯାଉଛି।

Credible Local News of Odisha