ପଦ୍ମପୁର ଉପନିର୍ବାଚନ ପାଇଁ ବିଜେପିର ଷ୍ଟାର କ୍ୟାମ୍ପେନର ତାଲିକା ପ୍ରକାଶ ପାଇଥିବା ବେଳେ ନବନିର୍ବାଚିତ ଧାମନଗର ବିଧାୟକ ସୂରଜ ସୂର୍ଯ୍ୟବଂଶୀ ତାଲିକାରେ ସାମିଲ ହୋଇଛନ୍ତି।
ସେହିଭଳି କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର, ଅଶ୍ୱିନୀ ବୈଷ୍ଣବ, ଅର୍ଜୁନ ମୁଣ୍ଡା, ବିଶ୍ୱେଶ୍ୱର ଟୁଡୁ, ରାଷ୍ଟ୍ରୀୟ ଉପାଧ୍ୟକ୍ଷ ବୈଜୟନ୍ତ ପଣ୍ଡା, କ୍ଷେତ୍ର ପ୍ରଭାରୀ ସୁନୀଲ ବଂଶଲ, ପ୍ରଭାରୀ ଡି. ପୁରନ୍ଦେଶ୍ୱରୀ, ସାଂସଦ ଅପରାଜିତା ଷଡ଼ଙ୍ଗୀ ମଧ୍ୟ ତାଲିକାରେ ସାମିଲ ହୋଇଛନ୍ତି।