ପଦ୍ମପୁର ରେଜଲ୍ଟ; ୧୬ତମ ରାଉଣ୍ଡ ସୁଦ୍ଧା ବିଜେଡି ଆଗୁଆ

ପଦ୍ମପୁର ଉପନିର୍ବାଚନ ପାଇଁ ଭୋଟ ଗଣତି ଜାରି ରହିଥିବା ବେଳେ ୧୬ତମ ରାଉଣ୍ଡ ସୁଦ୍ଧା ୨୯,୫୧୮ ଖଣ୍ଡ ଭୋଟରେ ବିଜେଡି ପ୍ରାର୍ଥୀ ବର୍ଷା ସିଂ ବରିହା ଆଗରେ ରହିଛନ୍ତି।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes