ପଦ୍ମଶ୍ରୀ ଉତ୍ସବ ଚରଣ ଦାସଙ୍କ ପରଲୋକ

ବିଶିଷ୍ଟ ଘୋଡ଼ାନାଚ କଳାକାର ଉତ୍ସବ ଚରଣ ଦାସଙ୍କ ପରଲୋକ ଘଟିଛି। ଅସୁସ୍ଥତା କାରଣରୁ ଚୌଦ୍ବାରର ଘରୋଇ ହସ୍ପିଟାଲରେ ମୃତ୍ୟୁ ହୋଇଥିବା ନେଇ ପରିବାର ଲୋକ ସୂଚନା ଦେଇଛନ୍ତି।

କଳା କ୍ଷେତ୍ରରେ ଅବଦାନ ପାଇଁ ୨୦୨୧ରେ ପଦ୍ମଶ୍ରୀରେ ସମ୍ମାନିତ ହୋଇଥିଲେ।ପାରମ୍ପରିକ ଘୋଡ଼ାନାଚ ଉଜ୍ଜୀବିତ ରଖିବାରେ ଥିଲା ବିଶିଷ୍ଟ ଅବଦାନ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes