ବିଶିଷ୍ଟ ସାହିତ୍ୟିକ ପଦ୍ମଶ୍ରୀ ବିନୋଦ ପଶାୟତ ୯୧ ବର୍ଷ ବୟସରେ ଆଖି ବୁଜିଛନ୍ତି। ସମ୍ବଲପୁର ସଦର ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ପରଲୋକ ଘଟିଛି।
ସେ ବାର୍ଦ୍ଧକ୍ୟ ଜନିତ ରୋଗରେ ପୀଡ଼ିତ ହୋଇ ଚିକିତ୍ସିତ ଥିଲେ।
Credible Local News of Odisha