ପଦ୍ମଶ୍ରୀ ରଜତ କରଙ୍କ ପରଲୋକ

ବିଶିଷ୍ଟ ସାହିତ୍ୟିକ, ବାଗ୍ମୀ ପଦ୍ମଶ୍ରୀ ରଜତ କରଙ୍କର ଆଜି ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ 88 ବର୍ଷ ବୟସରେ ହୃଦଘାତରେ ପରଲୋକ ହୋଇଯାଇଥିବା ତାଙ୍କ ପରିବାର ସୂତ୍ରରୁ ପ୍ରକାଶ l

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes