ପଦ୍ମ ଧରିଲେ ପୂର୍ବତନ ହକି ଟିମ୍‌ ଅଧିନାୟକ ପ୍ରବୋଧ ତିର୍କୀ

ସୋନପୁର ସମାବେଶରେ ରାଜ୍ୟ ବିଜେପିର ବରିଷ୍ଠ ନେତାମାନଙ୍କ ଉପସ୍ଥିତିରେ ଦଳରେ ସାମିଲ ହୋଇଛନ୍ତି।

ପ୍ରବୋଧଙ୍କୁ କଂଗ୍ରେସ ତଳସରା ଟିକେଟ ଦେଇ ଫେରାଇ ନେଇଥିଲା।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes