ପରିବେଶ ପ୍ରଦୂଷଣ ପ୍ରତିରୋଧ ଗୃହ କମିଟିର ବୈଠକ

ଓଡ଼ିଶାର ପରିବେଶ ପ୍ରଦୂଷଣ ପ୍ରତିଷେଧ ଓ ନିୟନ୍ତ୍ରଣ ସମ୍ପର୍କିତ ଅନୁଧ୍ୟାନ ପାଇଁ ବାଚସ୍ପତି ଡ଼. ସୂର୍ଯ୍ୟନାରାୟଣ ପାତ୍ରଙ୍କ ଅଧ୍ୟକ୍ଷତାରେ ପ୍ରଥମ ଗୃହ କମିଟି ବୈଠକ ଆଜି ଅନୁଷ୍ଠିତ ହୋଇଯାଇଛି l

ପରିବେଶ ପ୍ରଦୂଷଣ ରୋକିବାକୁ ମିଳିତ ସହଯୋଗ ଆବଶ୍ୟକ ବୋଲି ବୈଠକରେ ମତ ପ୍ରକାଶ ପାଇଥିଲା l

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes