ପରୀକ୍ଷାର୍ଥୀଙ୍କ ମୃତ୍ୟୁ: ୧୦ ଲକ୍ଷ କ୍ଷତିପୂରଣ ନିର୍ଦ୍ଦେଶ

କନଷ୍ଟେବଲ ନିଯୁକ୍ତି ପରୀକ୍ଷା ସମୟରେ ପରୀକ୍ଷାର୍ଥୀଙ୍କ ମୃତ୍ୟୁ ଘଟଣାରେ ପରିବାରକୁ ୧୦ ଲକ୍ଷ ଟଙ୍କା କ୍ଷତିପୂରଣ ଦେବାକୁ ରାଜ୍ୟ ସରକାରଙ୍କୁ OHRC ନିର୍ଦ୍ଦେଶ ଦେଇଛନ୍ତି।

୨୦୧୭ରେ ୯ମ ବାଟାଲିଅନରେ ନିଯୁକ୍ତି ପରୀକ୍ଷା ବେଳେ ମୃତ୍ୟୁ ହୋଇଥିଲା।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes